
ବିଟ୍ର ଉପକାରିତା
ଆଜିର ବ୍ୟସ୍ତ ବହୁଳ ଜୀବନରେ ମଣିଷ ପ୍ରତିଦ୍ୱନ୍ଦି ମନୋଭାବ ନେଇ ଆଗକୁ ମାଡ଼ିଚାଲିଥିବା ବେଳେ ସମୟର ଅଭାବ ବାହାନାରେ ନିଜ ସ୍ୱାସ୍ଥ୍ୟ ପ୍ରତି ଅବହେଳା କରୁଛି । ଗୋଟିଏ ସୁସ୍ଥ ଶରୀର ଓ ମନ ପାଇଁ ଉତ୍ତମ ଜୀବନଶୈଳୀ ସହିତ ସନ୍ତୁଳିତ ଭୋଜନ ନିହାତି ଜରୁରୀ । ସନ୍ତୁଳିତ ଖାଦ୍ୟ ଅଭାବରୁ ବର୍ତ୍ତମାନ ଅଧିକାଂଶ ଲୋକଙ୍କୁ କର୍କଟ, ମଧୁମେହ, ରକ୍ତଚାପ, ହୃଦରୋଗ, ରକ୍ତହୀନତା ଅଦି ମାରାତ୍ମକ ରୋଗ ଆକ୍ରାନ୍ତ କରୁଥିବାର ଦେଖା ଯାଉଛି । କିଛିଟା ସାବଧାନତା …

ବତକ ଚାଷ: କମ ଖର୍ଚ୍ଚ, ଅଧିକ ଲାଭ
ବତକମାନେ ବର୍ଷକୁ ୨୬୦ ରୁ ୨୮୦ ଟି ଅଣ୍ଡା ଦେଇଥାନ୍ତି । ଏମାନଙ୍କର ରୋଗ ପ୍ରତିରୋଧକ କ୍ଷମତା କୁକୁଡ଼ାମାନଙ୍କ ଅପେକ୍ଷା ଅଧିକ । ବତକ ଅତି ସାଧାରଣ ଖାଦ୍ୟ ଯଥା:- ଅଗଣାରେ ପଡ଼ିଥିବା ଖାଦ୍ୟ ଶସ୍ୟ, ପୋକଜୋକ, କେଞ୍ଚୁଆ, ଗେଣ୍ଡା,ଛୋଟ ଛୋଟ ମାଛ ପ୍ରଭୃତି ସଂଗ୍ରହ କରି ଖାଇଥାନ୍ତି । ବତକ ପାଳନ ପାଇଁ ଉନ୍ନତ ଧରଣର ଘର ଦରକାର ହୋଇନଥାଏ । କୁକୁଡ଼ା ଚାଷ ପାଇଁ ଅନୁପଯୁକ୍ତ ସନ୍ତସନ୍ତିଆ ଜାଗା ବତକ ପାଳନ ପାଇଁ ଉପଯୋଗୀ …