ଓଡ଼ିଶା ରସଗୋଲାକୁ ମିଳିଲା ଜିଆଇ ମାନ୍ୟତା

odisha rasagola got GI tag

ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଛି। ଆଜି ଭାରତ ସରକାରଙ୍କ ଜିଆଇ ରେଜିଷ୍ଟ୍ରେସନ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୧୮ .ଫେବ୍ରୁଆରି ୨୩ ତାରିଖରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ପକ୍ଷରୁ ଚେନ୍ନାଇ ସ୍ଥିତ ଜିଆଇ କାର୍ଯ୍ୟାଳୟରେ ‘ଓଡ଼ିଶା ରସଗୋଲା’କୁ ଜିଆଇ ମାନ୍ୟତା ଦାବି ନେଇ ନଥିପତ୍ର ଦାଖଲ ହୋଇଥିଲା। ତଥ୍ୟ ପ୍ରମାଣକୁ ଆଧାର କରି ଓଡ଼ିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଛି। ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡ଼ିଶା ମଧ୍ୟରେ ବହୁଦିନ ଧରିଲାଗିଥିବା ବିବାଦର ସମାପ୍ତି ହୋଇଛି। ଶେଷରେ ଓଡ଼ିଶାର ବିଜୟ ହୋଇଛି।

Previous କର୍ଣ୍ଣାଟକ ରାଜନୀତି: ବାଚସ୍ପତି ପଦରୁ ଇସ୍ତଫା ଦେଲେ ରମେଶ କୁମାର
Next ତିନି ତଲାକ ବିଲକୁ ସମର୍ଥନ କରିବ ବିଜେଡି

No Comment

Leave a reply

Your email address will not be published. Required fields are marked *