ଆସନ୍ତା କାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ଗତକାଲି ସନ୍ଧ୍ୟା ୬ଟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ୧୦ ହଜାର ୪୬୪ଟି ବୁଥରେ ୯୨ ଲକ୍ଷ ୫୬ ହଜାର ୯୨୨ ଜଣ ଭୋଟର ମତଦାନ କରିବେ । ୬ଟି ଲୋକସଭା ପାଇଁ ୬୧ ସାଂସଦ ପ୍ରାର୍ଥୀ ଓ ୪୨ଟି ବିଧାନସଭା ଆସନ ପାଇଁ ୩୫୬ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି । ମତଦାତାଙ୍କ ମଧ୍ୟରୁ ୪୭ ଲକ୍ଷ ୯୯ ହଜାର ୩୦ ଜଣ ପୁରୁଷ ଭୋଟର ଥିବା ବେଳେ ୪୪ ଲକ୍ଷ ୫୬ ହଜାର ୭୨୯ ଜଣ ମହିଳା ଭୋଟରଙ୍କ ସମେତ ୧୧୬୩ ଜଣ ତୃତୀୟ ଲିଙ୍ଗ ଭୋଟର ସାମିଲ ଅଛନ୍ତି ।
୬ ଲୋକସଭା ଓ ୪୨ ବିଧାନସଭାରେ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ
third phase election tomorrow

No Comment