୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା

thunderstorm lightning alert for 10 districts of odisha

ଆଜି ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ରହିବ । କେନ୍ଦୁଝରରୁ, କେନ୍ଦ୍ରାପଡ଼ା,ବରଗଡ଼, ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଗୋଟିଏ ଦୁଇଟି ସ୍ଥାନରେ ୩୦ ମିମିରୁ ଅଧିକ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଅପରାହ୍ନ ୨ଟା ଯାଏ ଓଡ଼ିଶା ପାଇଁ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

Previous ଓଏସଡିଏର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁବ୍ରତ ବାଗଚି
Next ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

No Comment

Leave a reply

Your email address will not be published. Required fields are marked *