ଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାର ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ୪ ଲୋକସଭା ଯଥା କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ଭୋଟ ଗ୍ରହଣ ହେବ । ମାର୍ଚ୍ଚ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିବ। ସାରା ଦେଶରେ ପ୍ରଥମ ପର୍ଯ୍ୟାୟରେ ମୋଟ ୯୧ଟି ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
notofication for first phase election

No Comment