Posts in tag

ଆଜିଠୁ ମ୍ୟାଟ୍ରିକ ପରୀକ୍ଷା


ଆଜିଠୁ ମ୍ୟାଟ୍ରିକ ପରୀକ୍ଷା,୨ ୯୫୩ଟି କେନ୍ଦ୍ରରେ ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଲେ

Read More

ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ମ୍ୟାଟ୍ରିକ ପରୀକ୍ଷା। ୨ ୯୫୩ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଆଜି ସକାଳେ ପୂର୍ବ ସୂଚୀ ଅନୁଯାୟୀ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଁଚିବା ପରେ କଡା ସୁରକ୍ଷା ମଧ୍ୟରେ ପରୀକ୍ଷା ଆରମ୍ଭ ହୋଇଛି । ପ୍ରଶ୍ନପତ୍ର ଲିକ୍ ରୋକିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପ୍ରଶ୍ନପତ୍ର ରଖିବା ପାଇଁ ରାଜ୍ୟରେ ୭ ଶହ ନୋଡାଲ ସେଂଟର କରାଯାଇଛି । ନୋଡାଲ ସେଣ୍ଟରରୁ …