Posts in tag
ଭବାନୀପାଟଣାରେ ପହଞ୍ଚିଲେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି । ଭବାନୀପାଟଣା ଓ ରାଉରକେଲାରେ ହେବାକୁ ଥିବା ପରିବର୍ତ୍ତନ ସଙ୍କଳ୍ପ ସମାବେଶରେ ଯୋଗଦେବା ପାଇଁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡ଼ିଶାରେ ପହଞ୍ଚିଛନ୍ତି ସେ । ୧୫ଦିନ ଭିତରେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଆସିଛନ୍ତି ରାହୁଲ । ଦଳର ମୁଖିଆଙ୍କ ଗସ୍ତକୁ ନେଇ କଂଗ୍ରେସ ଶିବିରରେ ବ୍ୟାପକ ଉତ୍ସାହ ଦେଖିବାକୁ ମିଳିଛି । ଅପରାହ୍ନ ୨ଟାରେ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ସେ ଉଦବୋଧନ …