Posts in tag

କାଲି ଯାଏଁ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା


କାଲି ଯାଏଁ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା

Read More

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ରାଜ୍ୟର କେତେକ ସ୍ଥାନରେ କୁଆପଥର ସହ ବର୍ଷା ହେବା ସହ ପାଗ ମେଘୁଆ ରହିଥିଲା । ଅଜି ମଧ୍ୟ ରାଜ୍ୟର ୯ଟି ଜିଲ୍ଲାରେ ଝଡ଼ ବର୍ଷା ହେବାର ସୂଚନା ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବହୁ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଥିବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ସ୍ଥାନରେ ଝଡ଼ତୋଫାନ ସହ କୁଆପଥର ବର୍ଷା ହୋଇପାରେ …