Posts in tag
କେନ୍ଦ୍ରାପଡ଼ା ସହରରେ କର୍ଫ୍ୟୁ ଜାରି କଲା ଜିଲ୍ଲା ପ୍ରଶାସନ। ଆଜି ଅପରାହ୍ନ ୪ଟାରୁ ୪ଟାରୁ କାଲି ସକାଳ ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ ହେବ ବୋଲି କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ସଞ୍ଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି। ଗୋଷ୍ଠୀ ସଂଘର୍ଷ ହେତୁ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଥିବାରୁ କର୍ଫ୍ୟୁ ଜାରି କରିଛି ପ୍ରଶାସନ। ଗତକାଲି କେନ୍ଦ୍ରାପଡ଼ା ସହର ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭା ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିିବା ଉତ୍ତେଜନା କାରଣରୁ ଅଶାନ୍ତ ହୋଇପଡ଼ିଛି …