Posts in tag

ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁବୃର୍ତ୍ତ


ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁବୃର୍ତ୍ତ

Read More

ଦିନ ଦ୍ୱିପହରରେ ହାଣିଦେଲେ ଯୁବକଙ୍କୁ। ଏହି ଭଳି ଅଭାବନୀୟ କାଣ୍ଡ ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଗୋପାଳପୁର ନୂଆସାହିରେ ଦେଖିବାକୁ ମିଳିଛି । ଗାଁ ଦାଣ୍ଡରେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁବୃର୍ତ୍ତ । ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡାଇ ଗୋଡାଇ ଧାରୁଆ ଅସ୍ତ୍ରରେ ହାଣିବା ପରେ ହତ୍ୟାକାରୀ ଫେରାର ହୋଇଯାଇଛନ୍ତି । ମୃତକ ଚିନ୍ମୟ ସାହୁ, ତାଙ୍କ ଗାଡି ଓ ହତ୍ୟାରେ ବ୍ୟବହୃତ ଧାରୁଆ ଅସ୍ତ୍ର ଗାଁ ଦାଣ୍ଡରେ ପଡିରହିଥିଲା । ଏହି ଖବର …