Posts in tag
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆଜି ସରୁଛି ପ୍ରଚାର
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ
ଆଜି ସକାଳୁ ରାଜ୍ୟରେ ଆରମ୍ଭ ହୋଇଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଲୋକସଭା ଆସନ ସହ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ଦିନ ୧୧ଟା ସୁଦ୍ଧା ୧୭% ମତଦାନ ହୋଇଥିବା ବେଳେ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ପୁରୀ …
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆଜି ସରୁଛି ପ୍ରଚାର
ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ପାଇଁ ଆଜି ସନ୍ଧ୍ୟାରେ ସରିବ ପ୍ରଚାର କାର୍ଯ୍ୟ। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ସମେତ ୪୨ଟି ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ମତଦାନ ଗ୍ରହଣ କରାଯିବ । ଆଜି ସନ୍ଧ୍ୟା ୬ଟାରେ ପ୍ରଚାର କାର୍ଯ୍ୟ ସରିବା ପରେ ଭୋଟଗ୍ରହଣ ସନ୍ଧ୍ୟା ପର୍ଯ୍ୟନ୍ତ ୪୮ ଘଣ୍ଟାର ନିରବ ଅବଧି ଲାଗୁ ହେବ। ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମୋଟ ୫୨ ଜଣ ପ୍ରାର୍ଥୀ ଲୋକସଭା ପାଇଁ ପ୍ରତିଦ୍ୱନ୍ଦୀତା କରୁଥିବାବେଳେ ୩୪୬ ଜଣ ପ୍ରାର୍ଥୀ …