Posts in tag

ଚାନ୍ଦବାଲିରେ ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ


ଚାନ୍ଦବାଲିରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Read More

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଦ୍ରକ ଜିଲା ଗସ୍ତକରି ଚାନ୍ଦବାଲିରେ ୩୯୬ କୋଟିରୁ ଅଧିକ ଟଙ୍କାର ୧୬ଟି ପ୍ରକଳ୍ପ ଉଦଘାଟନ ଓ ୧୧୮୦ କୋଟିର ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଚାନ୍ଦବାଲି ଉନ୍ନତିକୃତ ରାସ୍ତା, ପାଇକରାପୁର ୧୩୨/୩୩ କେ. ଭି. ଗ୍ରିଡ୍‌ ସବ୍‌ଷ୍ଟେସନ୍‌, ଗଦି ଏବଂ ମତୋ ୩୩/୧୧ କେ. ଭି. ସବ୍‌ଷ୍ଟେସନ୍‌, ଚାନ୍ଦବାଲି ପାଓ୍ଵାର୍‌ ଗ୍ରିଡ୍‌, ଧାମରା ମତ୍ସ୍ୟ ପ୍ରାକ୍‌-ପ୍ରକ୍ରିୟାକରଣ କେନ୍ଦ୍ର, ଧାମରା ଦକ୍ଷତା ବିକାଶ କେନ୍ଦ୍ର, ଚାନ୍ଦବାଲି ମିନିଷ୍ଟାଡିୟମ୍‌, ନବନିର୍ମିତ ଭଦ୍ରକ …