Posts in tag

ପୁଲିସ ଓ ମାଓବାଦୀ ଗୁଳିବିନିମୟ: ମହିଳା ମାଓବାଦୀ ମୃତ


କନ୍ଧମାଳରେ ପୁଲିସ ଓ ମାଓବାଦୀ ଗୁଳିବିନିମୟ: ମହିଳା ମାଓବାଦୀ ମୃତ

Read More

ଆଜି ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସକୁଙ୍ଗିଆ ଛକର ୫୯ ଜାତୀୟ ରାଜପଥ କଡ଼ରେ ମାଓବାଦୀ ପୋଷ୍ଟର ଓ ବ୍ୟାନର ଦେଖିବାକୁ ମିଳିଥିବା ବେଳେ ତୁମୁଡିବନ୍ଧ ଥାନା ନିକଟସ୍ଥ ଦଡକଙ୍ଗିଆ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ମହିଳା ମାଓବାଦୀ ନିହତ ହୋଇଥିବାର ସୂଚନା ମିଳିଛି। ଏହାସହ ଘଟଣାସ୍ଥଳରୁ ପୁଲିସ ୪ଟି ବନ୍ଧୁକ, ଗୁଳିଗୋଳା, ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଲ୍ୟାଣ୍ଡ ମାଇନ ପ୍ରସ୍ତୁତ ପାଇଁ ବ୍ୟବହୃତ …