Posts in tag
ଜମ୍ମୁ-କାଶ୍ମୀରର ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ଆଜି ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ସୁରକ୍ଷା କମିଟି ବୈଠକ ଶେଷ ହୋଇଯାଇଛି। ଗତକାଲି ପୁଲୱାମାରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଆକ୍ରମଣରେ ୪୪ ଜଣ ଯବାନ ସହୀଦ ହୋଇଥିବା ବେଳେ ସାରା ଦେଶ ସ୍ତବ୍ଧ ହୋଇଯାଇଛି । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ସମୀକ୍ଷା ବୈଠକରେ ଗୃହମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, ପ୍ରତିରକ୍ଷାମନ୍ତ୍ରୀ ନିର୍ମଳା ସୀତାରମଣ, ବୈଦେଶିକମନ୍ତ୍ରୀ ସୁଷମା ସ୍ୱରାଜ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ, …