Posts in tag

ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ


ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ,ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ

Read More

ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ, ବଢୁଛି ତାପମାତ୍ରା । ଆସନ୍ତା ୨୨ ତାରିଖ ଯାଏ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବ । ବିଶେଷକରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ତାତି ଅଧିକା ରହିବ । ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ରହିବାର ଆଶଙ୍କା କରାଯାଇଛି । ରାଜ୍ୟରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ବୋଲି ଅନୁମାନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା …