Posts in tag

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାନହାନି ମୋକଦ୍ଦମା


ରାହୁଲ ଗାନ୍ଧୀଙ୍କ ବିରୋଧରେ ମାନହାନି ମୋକଦ୍ଦମା

Read More

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଜେପି ନେତା ତଥା ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀ ଆଜି ଏକ ମାନହାନି ମୋକଦ୍ଦମା ଦାଏର କରିଛନ୍ତି। ସୁଶୀଲ ମୋଦୀ ପାଟନା ସିଜେଏମ କୋର୍ଟରେ ଏହି ମାମଲା ଦାଏର କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟରୁ କୋଟି କୋଟି ଲୋକଙ୍କ ଭାବନାକୁ ଆଘାତ ପହଞ୍ଚିଛି। ସେ କୋଟି କୋଟି ଲୋକଙ୍କୁ ଚୋର କହିଛନ୍ତି। ସୂଚନା ଅନୁସାରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରି …