Posts in tag

ଶଙ୍ଖ ଧରିଲେ ନବ


ଶଙ୍ଖ ଧରିଲେ ନବ

Read More

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତ କରିଥିବା ବେଳେ ଦଳୀୟ ସମାବେଶରେ ଆସି ଆଜି ବିଜେଡିରେ ମିଶିଛନ୍ତି ବରିଷ୍ଠ ନେତା ନବ ଦାସ। ସପ୍ତାହେ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ଝାରସୁଗୁଡ଼ା ବିଧାୟକ ନବ ଦାସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ବିଜେଡିର ସମ୍ବଲପୁର ବିଧାୟକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ, ସଞ୍ଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, …