Posts in tag

ସିବିଆଇର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଋଷି କୁମାର


ସିବିଆଇର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଋଷି କୁମାର

Read More

ସିବିଆଇର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଆଇପିଏସ ଋଷି କୁମାର ଶୁକ୍ଲା । ସେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦୁଇ ବର୍ଷ ପାଇଁ ସେ ଏହି ପଦରେ ରହିବେ । ଋଷି କୁମାର ଶୁକ୍ଲା ୧୯୮୩ ବ୍ୟାଚ ମଧ୍ୟପ୍ରଦେଶର କ୍ୟାଡରର ଆଇପିଏସ ଅଫିସର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ ହାଇଲେବେଲ ଚୟନ କମିଟିରେ ପ୍ରଧାନ ବିଚାରପତି ଜଷ୍ଟିସ ରଂଜନ ଗୋଗୋଇ ଓ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ …